2 Kings 15:23 — Compare Translations

5 translations compared side by side

Odia - 1840
"ଯିହୁଦାର ଅସରିଯଙ୍କ ରାଜତ୍ବର ପଗ୍ଭଶ ବର୍ଷ ରେ ମନ ହେମ୍ଙ୍କ ପୁତ୍ର ପକହିଯ ଇଶ୍ରାୟେଲ ରେ ରାଜା ହେଲେ ଓ ସେ ଦୁଇବର୍ଷ ଶମରିଯା ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ପଚାଶ ବର୍ଷରେ ମନହେମ୍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲରେ ପକହିୟଙ୍କ ଶାସନ ଯିହୁଦାର ଅସରିୟଙ୍କ ରାଜତ୍ୱର ପଗ୍ଭଶ୍ ବର୍ଷରେ ମନହେ‌ମଙ୍କ ପୁତ୍ର ପକହିୟ ଇସ୍ରାଏଲରେ ରାଜା ହେଲେ ଓ ସେ ଦୁଇ ବର୍ଷ ଶମରିୟାରେ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।