2 Kings 15:24 — Compare Translations

5 translations compared side by side

Odia - 1840
"ପକହିଯ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ କାର୍ୟ୍ଯ କଲେ। ସେ ପାପଗୁଡିକ କାର୍ୟ୍ଯରୁ ବିମୁଖ ହେଲେ ନାହିଁ, ଯାହା ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ ପାପ କରାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପକହିୟ ମଧ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକାର୍ଯ୍ୟ କଲେ। ସେ ପାପ କାର୍ଯ୍ୟରୁ ବିମୁଖ ହେଲେ ନାହିଁ, ଯାହା ଯାରବିୟାମ ଇସ୍ରାଏଲୀୟମାନଙ୍କୁ ପାପ କରାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।