2 Kings 15:25 — Compare Translations

5 translations compared side by side

Odia - 1840
"ରମଲିଯର ପୁତ୍ର ପକହେ, ପକହଙ୍କେର ସୈନ୍ଯବାହୀନିର ଜଣେ ସନୋପତି ରାଜ ପ୍ରାସାଦ ରେ ପକହେକୁ ହତ୍ଯା କଲେ। ଯେତବେେଳେ ରାଜାଙ୍କୁ ସେ ହତ୍ଯା କଲେ, ତାଙ୍କ ସହିତ ପଗ୍ଭଶ ଗିଲିଯଦୀଯ ଲୋକ ଥିଲେ। ସେ ତାଙ୍କ ପରେ ନୂତନ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ; ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରମଲିୟଙ୍କ ପୁତ୍ର ପେକହ, ପେକହିୟଙ୍କର ସୈନ୍ୟବାହିନୀର ଜଣେ ସେନାପତି ରାଜପ୍ରାସାଦ ରେ ପେକହିୟକୁ ହତ୍ୟା କଲେ। ଯେତେବେଳେ ରାଜାଙ୍କୁ ସେ ହତ୍ୟା କଲେ, ତାଙ୍କ ସହିତ ପଗ୍ଭଶ୍ ଗିଲିୟଦୀୟ ଲୋକ ଥିଲେ। ସେ ତାଙ୍କ ପରେ ନୂତନ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)