2 Kings 15:27 — Compare Translations

5 translations compared side by side

Odia - 1840
"ଯିହୁଦା ରେ ଅସରିଯଙ୍କର ରାଜତ୍ବର ବାବନ ବର୍ଷ ରେ ରମଲିଯଙ୍କର ପୁତ୍ର ପକହେ ଶମରିଯା ରେ ଇଶ୍ରାୟେଲ ଉପରେ ଶାସନ କରିବାକୁ ଆରମ୍ଭ କରି କୋଡିଏ ବର୍ଷ ରାଜ୍ଯ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ବାଆନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲରେ ପେକହଙ୍କ ଶାସନ ଯିହୁଦାରେ ଅସରିୟଙ୍କର ରାଜତ୍ୱର ବାବନ ବର୍ଷରେ ରମଲିୟଙ୍କର ପୁତ୍ର ପେକହ ଶମରିୟାରେ ଇସ୍ରାଏଲ ଉପରେ ଶାସନ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।