2 Kings 15:28 — Compare Translations
5 translations compared side by side
Odia - 1840
"ପକହେ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ପାପ କଲେ। ସେ ପାପ କରିବାକୁ କ୍ଷାନ୍ତ ହେଲନୋହିଁ। ଆଉ ସେ ମଧ୍ଯ ନବାଟଙ୍କ ପୁତ୍ରପରି ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ ପାପ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପେକହ ମଧ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ ପାପ କଲେ। ସେ ପାପ କରିବାକୁ କ୍ଷାନ୍ତ ହେଲେ ନାହିଁ। ଆଉ ସେ ମଧ୍ୟ ନବାଟଙ୍କ ପୁତ୍ର ଯାରବିୟାମ ପରି ଇସ୍ରାଏଲୀୟମାନଙ୍କୁ ପାପ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ।