2 Kings 15:29 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା ପକହଙ୍କେର ସମୟରେ ଅଶୂରର ରାଜା ତିଗ୍ଲତ-ପିଲଷେର ଆସି ଇୟୋନ, ଆବଲେ-ବୈଥ୍ମାଖା, ୟାନୋହକଦେେଶ, ହାତ୍ସୋର, ଗିଲିଯଦ, ଗାଲୀଲ ଓ ସମୁଦାଯ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବୈଥ୍ମାଖା ଓ ଯାନୋହ ଓ କେଦଶ ଓ ହାତ୍ସୋର ଓ ଗିଲୀୟଦ୍ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲତ-ପିଲେଷର ଆସି ଇୟୋନ, ଆବେଲ୍-ବୈଥ୍ମାଖା, ଯାନହୋକେଦେଶ, ହାତ୍ସୋର, ଗିଲିୟଦ, ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)