2 Kings 15:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଦୃଷ୍ଟି ରେ ଅସରିଯ ଯଥାର୍ଥ କର୍ମମାନ କଲେ। ଠିକ୍ ସହେିପରି ତାଙ୍କର ପିତା ଅମତ୍ସିଯ ପରି ସେ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଦୃଷ୍ଟିରେ ଅସରିୟ ଯଥାର୍ଥ କର୍ମମାନ କଲେ। ଠିକ୍ ସେହିପରି ତାଙ୍କର ପିତା ଅମ‌ତ୍‌ସିୟ ପରି ସେ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।