2 Kings 15:31 — Compare Translations

5 translations compared side by side

Odia - 1840
"ଏହି ପକହଙ୍କେର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପେକହଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।