2 Kings 15:32 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା ରମଲିଯଙ୍କର ପୁତ୍ର ପକହଙ୍କେ ରାଜତ୍ବର ଦ୍ବିତୀୟ ବର୍ଷ ରେ ଯିହୁଦାର ରାଜା ଉଷିୟଙ୍କର ପୁତ୍ର ଯୋଥମ ରାଜ୍ଯ କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମଙ୍କ ଯିହୁଦାରେ ଶାସନ ଇସ୍ରାଏଲର ରାଜା ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷିୟଙ୍କର ପୁତ୍ର ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍ ରାଜତ୍ୱ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍ ରାଜତ୍ଵ କରିବାକୁ ଆରମ୍ଭ କଲେ।