2 Kings 15:33 — Compare Translations

5 translations compared side by side

Odia - 1840
"ଯୋଥମ ପଚିଶ ବର୍ଷ ବଯସ ରେ ରାଜା ହେଲେ ଓ ଷୋହଳ ବର୍ଷ ୟିରୁଶାଲମ ରେ ରାଜ୍ଯ ଶାସନ କଲେ। ତାଙ୍କର ମାତାଙ୍କ ନାମ ୟିରୁଣା ଓ ସେ ସାଦୋକର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମ୍ ପଚିଶ୍ ବର୍ଷ ବୟସରେ ରାଜା ହେଲେ ଓ ଷୋହଳ ବର୍ଷ ଯିରୁଶାଲମରେ ରାଜ୍ୟ ଶାସନ କଲେ। ତାଙ୍କର ମାତାଙ୍କ ନାମ ଯିରୁଶା ଓ ସେ ସାଦୋକର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।