2 Kings 15:34 — Compare Translations

5 translations compared side by side

Odia - 1840
"ୟୋଥମ୍ ଠିକ୍ ତାଙ୍କର ପିତା ଉଷିୟଙ୍କ ତୁଲ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଥମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମ୍ ଠିକ୍ ତାଙ୍କର ପିତା ଉଷିୟଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।