2 Kings 15:35 — Compare Translations
5 translations compared side by side
Odia - 1840
"ମାତ୍ର ସେ ଉଚ୍ଚସ୍ଥଳୀଗୁଡିକୁ ବିନିଷ୍ଟ କଲେ ନାହିଁ। ସେ ସମୟରେ ମଧ୍ଯ ଲୋକମାନେ ସହେି ଉଚ୍ଚସ୍ଥଳୀ ରେ ବଳୀଦାନ କଲେ ଓ ଧୂପ ଜଳାଇଲେ। ଯୋଥମ ସଦାପ୍ରଭୁଙ୍କ ମନ୍ଦିରର ଉପର ଦ୍ବାର ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଉଚ୍ଚସ୍ଥଳୀଗୁଡ଼ିକୁ ବିନିଷ୍ଟ କଲେ ନାହିଁ। ସେ ସମୟରେ ମଧ୍ୟ ଲୋକମାନେ ସେହି ଉଚ୍ଚସ୍ଥଳୀରେ ବଳୀଦାନ କଲେ ଓ ଧୂପ ଜଳାଇଲେ। ଯୋଥମ୍ ସଦାପ୍ରଭୁଙ୍କ ମନ୍ଦିରର ଉପର ଦ୍ୱାର ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।