2 Kings 15:37 — Compare Translations

5 translations compared side by side

Odia - 1840
"ସେ ସମୟରେ ସଦାପ୍ରଭୁ ଅରାମର ରାଜା ରତସୀନ୍କୁ ଓ ରମଲିଯର ପୁତ୍ର ପକହଙ୍କେୁ ଯିହୁଦା ବିରୁଦ୍ଧ ରେ ୟୁଦ୍ଧ କରିବାକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ସଦାପ୍ରଭୁ ଅରାମର ରାଜା ରତସୀ‌ନ୍‌କୁ ଓ ରମଲିୟର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍‍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।