2 Kings 15:38 — Compare Translations
5 translations compared side by side
Odia - 1840
"ଅନନ୍ତର ଯୋଥମଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗର ରେ କବର ନେଲେ। ତାଙ୍କର ପୁତ୍ର ଆହସ ତାଙ୍କ ପଦ ରେ ରାଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସଙ୍ଗ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଯୋଥମଙ୍କର ମୃତ୍ୟୁ ହେଲା ଓ ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ନେଲେ। ତାଙ୍କର ପୁତ୍ର ଆହସ ତାଙ୍କ ପଦରେ ରାଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଥମ୍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଥମ୍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।