2 Kings 15:4 — Compare Translations

5 translations compared side by side

Odia - 1840
"ମାତ୍ର ଉଚ୍ଚସ୍ଥଳୀଗୁଡିକୁ ବିନଷ୍ଟ କଲେ ନାହିଁ। ଲୋକମାନେ ସଠାେରେ ବଳିଦାନ କଲେ ଓ ଧୂପ ଜଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଉଚ୍ଚସ୍ଥଳୀଗୁଡ଼ିକୁ ବିନଷ୍ଟ କଲେ ନାହିଁ। ଲୋକମାନେ ସେଠାରେ ବଳିଦାନ କଲେ ଓ ଧୂପ ଜଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।