2 Kings 15:5 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ ଅସରିଯଙ୍କୁ ମରଣ ପର୍ୟ୍ଯନ୍ତ କୁଷ୍ଠୀ କରି ଦେଲେ ଓ ସେ ଏକ ପୃଥକ ଗୃହ ରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ ଗୃହର କର୍ତ୍ତା ହାଇେ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍ ଗୃହରେ ବାସ କଲେ । ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ଅସରିୟଙ୍କୁ ମରଣ ପର୍ଯ୍ୟନ୍ତ କୁଷ୍ଠୀ କରିଦେଲେ ଓ ସେ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।