2 Kings 15:6 — Compare Translations

5 translations compared side by side

Odia - 1840
"ଅସରିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଓ ପରାକ୍ରମ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଅସରିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ପରାକ୍ରମ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?