2 Kings 15:7 — Compare Translations
5 translations compared side by side
Odia - 1840
"ଅସରିଯଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗର ରେ କବର ପାଇଲେ। ଅସରିଯଙ୍କର ମୃତ୍ଯୁପରେ, ଯୋଥମ ଅସରିଯଙ୍କ ପୁତ୍ର ନୂତନ ରାଜାରୂପେ ପରିଚିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅସରୀୟ ଆପଣା ପିତୃଗଣ ସହିତ ଶୟନ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅସରିୟଙ୍କର ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବର ପାଇଲେ। ଅସରିୟଙ୍କର ମୃତ୍ୟୁପରେ, ଯୋଥମ୍ ଅସରିୟଙ୍କ ପୁତ୍ର ନୂତନ ରାଜା ରୂପେ ପରିଚିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ।