2 Kings 15:8 — Compare Translations
5 translations compared side by side
Odia - 1840
"ଯିହୁଦା ରେ ଅସରିଯଙ୍କର ରାଜତ୍ବର ଅଠତିରିଶ୍ ବର୍ଷ ରେ ୟାରବିଯଯାମଙ୍କ ପୁତ୍ର ଜିଖରିଯ ଶମରିଯା ରେ ଇଶ୍ରାୟେଲ ଉପରେ ଛଅ ମାସ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଠତିରିଶ ବର୍ଷରେ ଯାରବୀୟାମ୍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଜିଖରିୟଙ୍କ ଇସ୍ରାଏଲ ଉପରେ ସଂକ୍ଷିପ୍ତ ଶାସନ ଯିହୁଦାରେ ଅସରିୟଙ୍କର ରାଜତ୍ୱର ଅଠତିରିଶ୍ ବର୍ଷରେ ଯାରବିୟାମଙ୍କ ପୁତ୍ର ଜିଖରିୟ ଶମରିୟାରେ ଇସ୍ରାଏଲ ଉପରେ ଛଅ ମାସ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଯାରବୀୟାମଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶ ବର୍ଷରେ ଯାରବୀୟାମ୍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।