2 Kings 15:9 — Compare Translations

5 translations compared side by side

Odia - 1840
"ୟିଖରିଯ ଆପଣା ପୂର୍ବପୁରୁଷଙ୍କ ପରି କୁକର୍ମମାନ କରି ଚାଲିଲେ। ଯେଉଁଗୁଡିକ ସଦାପ୍ରଭୁଙ୍କ ଦୃଷ୍ଟି ରେ ଭୂଲ୍ ବୋଲି ବିବଚେିତ ହୁଏ। ନବାଟଙ୍କ ପୁତ୍ର ୟାରବିଯାମ ୟିଏ ଇଶ୍ରାୟେଲକୁ ଯେଉଁ ପାପ କରାଇଥିଲେ ସେ ସହେି ପାପ ପଥରୁ ବିମୁଖ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଖରିୟ ଆପଣା ପୂର୍ବପୁରୁଷଙ୍କ ପରି କୁକର୍ମମାନ କରି ଗ୍ଭଲିଲେ। ଯେଉଁଗୁଡ଼ିକ ସଦାପ୍ରଭୁଙ୍କ ଦୃଷ୍ଟିରେ ଭୁଲ୍ ବୋଲି ବିବେଚିତ ହୁଏ। ନବାଟଙ୍କ ପୁତ୍ର ଯାରବିୟାମ ଯିଏ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ ସେ ସେହି ପାପ ପଥରୁ ବିମୁଖ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।