2 Kings 16:1 — Compare Translations

5 translations compared side by side

Odia - 1840
"ଇଶ୍ରାଲୟଲସର ରମଲିଯଙ୍କର ପୁତ୍ର ପଲକହଙ୍କ ରାଜତ୍ବର ସପ୍ତଦଶ ବର୍ଷସରସଯାଥମଙ୍କ ପୁତ୍ର ଆହସ ଯିହୁଦାସର ରାଜାସହଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରମଲୀୟଙ୍କର ପୁତ୍ର ପେକହଙ୍କର ଅଧିକାରର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ ଯିହୁଦାର ରାଜା ହୁଅନ୍ତି ଇସ୍ରାଏଲରେ ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଯୋଥମଙ୍କ ପୁତ୍ର ଆହସ ଯିହୁଦାରେ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍‍ଙ୍କର ପୁତ୍ର ଆହସ୍‌ ରାଜତ୍ୱ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍‍ଙ୍କର ପୁତ୍ର ଆହସ୍‌ ରାଜତ୍ଵ କରିବାକୁ ଆରମ୍ଭ କଲେ।