2 Kings 16:10 — Compare Translations
5 translations compared side by side
Odia - 1840
"ରାଜା ଆହାସ୍ ଅଶୂର ରାଜା ତିଗ୍ଲତ-ପିଲଲଷରଙ୍କୁ ଭଲଟିବାକୁ ଦମ୍ମଲଶକ ଗଲଲ ଓ ଦମ୍ଲମଶକଲର ଥିବା ୟଜ୍ଞବଲଦୀସଦଖିଲଲ। ତା'ପଲର ଆହାସ୍ର ରାଜାସସହି ୟଜ୍ଞବଲଦିସର ସକଳ ଶିଳ୍ପକଳା ଅନୁସାଲରସସହିପ୍ରକାର ଆକୃତି ଉରିଯ ଯାଜକ ନିକଟକୁ ପଠାଇଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍ ପିଲେଷରକୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆହାସ୍ ଅଶୂରର ରାଜା ତିଗ୍ଲତ-ପିଲେଷରଙ୍କୁ ଭେଟିବାକୁ ଦମ୍ମେଶକ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ। ତା’ପରେ ଆହାସର ରାଜା ସେହି ଯଜ୍ଞବେଦିରେ ସକଳ ଶିଳ୍ପକଳା ଅନୁସାରେ ସେହିପ୍ରକାର ଆକୃତି ଉରିୟ ଯାଜକ ନିକଟକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।