2 Kings 16:11 — Compare Translations

5 translations compared side by side

Odia - 1840
"ତା'ପଲର ଯାଜକ ଉରିଯ ରାଜା ଆହାସ ଦମ୍ମଲଶକରୁ ପଠାଇଥିବା ୟଜ୍ଞବଲଦିର ନମୁନା ଅନୁସାଲର ଏକ ୟଜ୍ଞବଲଦି ନିର୍ମାଣ କଲଲ। ଆହସ୍ ଆସିବା ପୂର୍ବରୁ ଯାଜକ ସମସ୍ତ କର୍ମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ଉରିୟ ରାଜା ଆହାସ ଦମ୍ମେଶକରୁ ପଠାଇଥିବା ଯଜ୍ଞବେଦିର ନମୁନା ଅନୁସାରେ ଏକ ଯଜ୍ଞବେଦି ନିର୍ମାଣ କଲେ। ଆହସ୍ ଆସିବା ପୂର୍ବରୁ ଯାଜକ ସମସ୍ତ କର୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍‌ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍‌ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍‌ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।