2 Kings 16:12 — Compare Translations
5 translations compared side by side
Odia - 1840
"ରାଜା ଆହାସ୍ସଯଲତଲବଲଳ ଦମ୍ମଲଶକରୁ ଆସିଲଲ।ସସ ୟଜ୍ଞବଲଦିସଦଖିଲଲ ଓ ୟଜ୍ଞବଲଦୀ ନିକଟକୁ ୟାଇ ତା' ଉପଲର ବଳିଦାନ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆହାସ୍ ଯେତେବେଳେ ଦମ୍ମେଶକରୁ ଆସିଲେ। ସେ ଯଜ୍ଞବେଦି ଦେଖିଲେ ଓ ଯଜ୍ଞବେଦି ନିକଟକୁ ଯାଇ ତା’ ଉପରେ ବଳିଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।