2 Kings 16:13 — Compare Translations

5 translations compared side by side

Odia - 1840
"ପୁଣିସସସସହି ୟଜ୍ଞବଲଦି ଉପଲର ଆପଣାସହାମବଳି ଭକ୍ଷ୍ଯ ନୈବଲଦ୍ଯ ଦଗ୍ଧକରି, ଆପଣା ପଲଯ ନୈବଲଦ୍ଯ ଢାଳି ଓସସ ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ୟଜ୍ଞବଲଦୀ ଉପଲର ଛିଞ୍ଚିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ପ୍ରକ୍ଷେପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଭକ୍ଷ୍ୟ ନୈବେଦ୍ୟ ଦ‌ଗ୍‌ଧ କରି, ଆପଣା ପେୟନୈବେଦ୍ୟ ଢାଳି ଓ ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଯଜ୍ଞବେଦି ଉପରେ ଛିଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।