2 Kings 16:14 — Compare Translations

5 translations compared side by side

Odia - 1840
"ଆଉସସ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ପିତ୍ତଳ ୟଜ୍ଞବଲଦୀ ଆଣିଲଲସଯଉଁଟାକି ଆହାସ୍ ୟଜ୍ଞବଲଦୀ ଓ ସଦାପ୍ରଭୁଙ୍କ ମନ୍ଦିରର ମଧ୍ଯସ୍ଥଳସର ଥିଲା ଓ ଏହା ତାଙ୍କର ୟଜ୍ଞବଲଦୀର ଉତ୍ତର ପାଶର୍‌ବସର ରଖିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ପିତ୍ତଳ ଯଜ୍ଞବେଦିକିଣ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତରଭାଗରେ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ପିତ୍ତଳ ଯଜ୍ଞବେଦି ଆଣିଲେ, ଯେଉଁଟାକି ଆହା‌‌ସ୍‌‌ଙ୍କ ଯଜ୍ଞବେଦି ଓ ସଦାପ୍ରଭୁଙ୍କ ମନ୍ଦିରର ମଧ୍ୟସ୍ଥଳରେ ଥିଲା। ଏହା ତାଙ୍କର ଯଜ୍ଞବେଦିର ଉତ୍ତର ପାର୍ଶ୍ୱରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।