2 Kings 16:15 — Compare Translations

5 translations compared side by side

Odia - 1840
"ରାଜା ଆହସ୍ ଉରିଯ ଯାଜକଙ୍କୁ ଆଲଦଶସଦଲଲ, ପ୍ରଭାତ କାଳୀନସହାମବଳି, ସାଯଂକାଳୀନ ଭକ୍ଷ୍ଯନୈବଲଦ୍ଯ, ରାଜାଙ୍କରସହାମବଳି ଓ ତାଙ୍କର ଭକ୍ଷ୍ଯ ନୈବଲଦ୍ଯ,ସଲାକଙ୍କସହାମବଳି,ସସମାନଙ୍କର ଭକ୍ଷ୍ଯ ନୈବଲଦ୍ଯ ଓ ପଲଯ ନୈବଲଦ୍ଯ ବଡ ୟଜ୍ଞବଲଦୀ ଉପଲର ତୁମ୍ଲଭ ଦଗ୍ଧ କରିବା ଉଚିତ୍ ଓ ତହିଁ ଉପଲରସହାମବଳିର ସବୁ ରକ୍ତ ଓ ଅନ୍ୟ ନୈବଲଦ୍ଯ ବୃହତ୍ ୟଜ୍ଞବଲଦୀ ଉପଲର ଛିଞ୍ଚ। କିନ୍ତୁ ମୁଁ ପରଲମଶ୍ବରଙ୍କୁ ପ୍ରଶ୍ନ ପଗ୍ଭରିବାକୁ ପିତ୍ତଳ ୟଜ୍ଞବଲଦୀ ବ୍ଯବହାର କରିବି "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ-ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ-ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ପ୍ରକ୍ଷେପ କର; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆହସ୍ ଉରିୟ ଯାଜକଙ୍କୁ ଆଦେଶ ଦେଲେ, “ପ୍ରଭାତ କାଳୀନ ହୋମବଳି, ସନ୍ଧ୍ୟାକାଳୀନ ଭକ୍ଷ୍ୟନୈବେଦ୍ୟ, ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ଲୋକଙ୍କ ହୋମବଳି, ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ତୁମ୍ଭେ ଦ‌ଗ୍‌ଧ କରିବା ଉଚିତ୍ ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ଅନ୍ୟ ନୈବେଦ୍ୟ ବୃହତ୍ ଯଜ୍ଞବେଦି ଉପରେ ଛିଞ୍ଚ। କିନ୍ତୁ ମୁଁ ପରମେଶ୍ୱରଙ୍କଠାରୁ ଉତ୍ତର ପାଇବାକୁ ପିତ୍ତଳ ଯଜ୍ଞବେଦି ବ୍ୟବହାର କରିବି”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଆହସ୍‌ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ଆହସ୍‌ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋ’ ପାଇଁ ରହିବ।”