2 Kings 16:18 — Compare Translations
5 translations compared side by side
Odia - 1840
"ଆଉ ବିଶ୍ରାମ ସଭା ନିମନ୍ଲତ ମନ୍ଦିର ମଧିଅଲରସଯଉଁ ଆବୃତ ପଥ ଓ ରାଜାଙ୍କର ପ୍ରବଲଶାର୍ଥଲ ବହିଦ୍ବାର କରିଥିଲଲ ତାହାସସ ଅଶୂରର ରାଜାଙ୍କ ଲାଗି ସଦାପ୍ରଭୁଙ୍କ ମନ୍ଦିରରୁସନଇଗଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ବିଶ୍ରାମଦିନ ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବହିର୍ଦ୍ଵାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ବିଶ୍ରାମ ସଭା ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ବର୍ହିଦ୍ୱାର କରିଥିଲେ ତାହା ସେ ଅଶୂରର ରାଜାଙ୍କ ଲାଗି ସଦାପ୍ରଭୁଙ୍କ ମନ୍ଦିରରୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ବିଶ୍ରାମବାର ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ବିଶ୍ରାମଦିନ ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।