2 Kings 16:19 — Compare Translations
5 translations compared side by side
Odia - 1840
"ଏହିପରି ଆହାସଙ୍କର ଅବଶିଷ୍ଟ କ୍ରିଯାର ବୃତ୍ତାନ୍ତ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକଲର ଲିଖିତସହାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଆହସ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଆହାସଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଆହସ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଆହସ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?