2 Kings 16:2 — Compare Translations
5 translations compared side by side
Odia - 1840
"ଆହାସଙ୍କୁସଯଲତଲବଲଳ କୋଡିଏ ବର୍ଷସସ ରାଜାସହଲଲ ଓସସ ୟିରୁଶାଲମସରସଷାହଳ ବର୍ଷ ରାଜ୍ଯ କଲଲ।ସସ ତାଙ୍କ ପୂର୍ବପୁରୁଷ ଦାଉଦ୍ଙ୍କ ପରି ନଥିଲଲ।ସସ କୁକର୍ମ କାର୍ୟ୍ଯମାନ କଲଲ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିସର ଉଚିତ୍ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାସଙ୍କୁ ଯେତେବେଳେ କୋଡ଼ିଏ ବର୍ଷ ହୋଇଥିଲା ସେ ରାଜା ହେଲେ ଓ ଯିରୁଶାଲମରେ ଷୋହଳ ବର୍ଷ ରାଜ୍ୟ କଲେ। ସେ ତାଙ୍କ ପୂର୍ବପୁରୁଷ ଦାଉଦଙ୍କ ପରି ନ ଥିଲେ। ସେ କୁକର୍ମମାନ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ଉଚିତ୍ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।