2 Kings 16:20 — Compare Translations

5 translations compared side by side

Odia - 1840
"ଆହାସ୍ଙ୍କର ମୃତ୍ଯୁସହଲା ଓସସ ନିଜ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରସର କବରସନଲଲ। ତାଙ୍କ ପଦସର ତାଙ୍କର ପୁତ୍ର ହିଜକିଯ ଶାସନ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆହସ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ; ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାସଙ୍କର ମୃତ୍ୟୁ ହେଲା ଓ ସେ ନିଜ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ହିଜକିୟ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆହସ୍‌ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆହସ୍‌ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।