2 Kings 16:3 — Compare Translations

5 translations compared side by side

Odia - 1840
"ମାତ୍ରସସ ଇଶ୍ରାଲୟଲର ରାଜାମାନଙ୍କ ପରି ବସବାସ କଲଲ। ଜଘନ୍ଯ ପାପ ପ୍ରଥା ଅନୁସାଲରସସ ତାଙ୍କର ପୁତ୍ରକୁ ଅଗ୍ନିସର ବଳିଦାନ କଲଲ।ସଯ ଜାତିମାନଙ୍କ ଦ୍ବାରା ଅନୁକରଣସହାଇଥିଲା, ଯାହା ସଦାପ୍ରଭୁ ଭୂମିରୁ ୟୋର କରି ତଡିସଦଲଲ,ସଯଲତଲବଲଳ ଇଶ୍ରାଲୟଲମାଲନ ଆସିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖଠାରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପରି ବସବାସ କଲେ। ଜଘନ୍ୟ ପାପ ପ୍ରଥା ଅନୁସାରେ ସେ ତାଙ୍କର ପୁତ୍ରକୁ ଅଗ୍ନିରେ ବଳିଦାନ କଲେ। ଯାହା ଜାତିମାନଙ୍କ ଦ୍ୱାରା ଅନୁକରଣ ହୋଇଥିଲା, ତେଣୁ ସଦାପ୍ରଭୁ ଭୂମିରୁ ସେମାନଙ୍କୁ ଜୋର୍ କରି ତଡ଼ି ଦେଲେ, ଯେତେବେଳେ ଇସ୍ରାଏଲମାନେ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।