2 Kings 16:4 — Compare Translations

5 translations compared side by side

Odia - 1840
"ପୁଣିସସ ଉଚ୍ଚସ୍ଥଳୀସର, ପର୍ବତ ଉପଲର ଓ ପ୍ରଲତ୍ୟକକ ହରିତ୍ବର୍ଣ୍ଣ ବୃକ୍ଷତଲଳ ବଳିଦାନ କଲଲ ଓ ଧୂପ ଜଳାଇଲଲ। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଉଚ୍ଚସ୍ଥଳୀରେ, ପର୍ବତ ଉପରେ ଓ ପ୍ରତ୍ୟେକ ହରି‌ତ୍‌ବର୍ଣ୍ଣ ବୃକ୍ଷତଳେ ବଳିଦାନ କଲେ ଓ ଧୂପ ଜଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।