2 Kings 16:5 — Compare Translations

5 translations compared side by side

Odia - 1840
"ସସଲତଲବଲଳ ଅରାମର ରାଜା ରତ୍ସୀନ ଓ ଇଶ୍ରାଲୟଲର ରାଜା ରମଲିଯଙ୍କ ପୁତ୍ର ପଲକହ ୟିରୁଶାଲମ ବିରୁଦ୍ଧସର ୟୁଦ୍ଧ କରିବାକୁ ଆସିଲଲ।ସସମାଲନ ଆହସଙ୍କୁ ଚତୁର୍ଦ୍ଦିଗସର ଘଲରିଗଲଲ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅରାମର ରାଜା ରତ୍ସୀନ୍ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ; ପୁଣି ସେମାନେ ଆହସ୍ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଅରାମର ରାଜା ର‌ତ୍‌ସୀନ୍ ଓ ଇସ୍ରାଏଲର ରାଜା ରମଲିୟଙ୍କ ପୁତ୍ର ପେକହ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲେ। ସେମାନେ ଆହସଙ୍କୁ ଚତୁର୍ଦ୍ଦିଗରେ ଘେରିଗଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍‌ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅରାମର ରାଜା ରତ୍‍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍‌ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।