2 Kings 16:6 — Compare Translations

5 translations compared side by side

Odia - 1840
"ସସ ସମୟଲର ଅରାମର ରାଜା ରତ୍ସୀନ୍ ଏଲତ୍ ନଗରକୁ ପୁନର୍ବାର ଅରାମର ଅଧିନ କରାଇ ୟିହୁଦୀମାନଙ୍କୁ ଏଲତ୍ରୁ ତଡିସଦଲଲ।ସସଠାଲର ଅରାମୀଯମାଲନ ଆସି ଅଦ୍ଯାବଧି ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଅରାମର ରାଜା ରତ୍ସୀନ୍, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟ-ମାନଙ୍କୁ ଏଲତ୍ରୁ ତଡ଼ିଦେଲା; ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଅଦ୍ୟାପି ସେଠାରେ ବାସ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଅରାମର ରାଜା ର‌ତ୍‌ସୀନ୍ ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀମାନଙ୍କୁ ଏଲ‌ତ୍‌ରୁ ତଡ଼ି ଦେଲେ। ସେଠାରେ ଅରାମୀୟମାନେ ଆସି ଅଦ୍ୟାବଧି ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍‍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍‍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍‍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଅରାମର ରାଜା ରତ୍‍ସୀନ, ଏଲତ୍‍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍‍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍‍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।