2 Kings 16:7 — Compare Translations
5 translations compared side by side
Odia - 1840
"ଅଶୂରର ରାଜା ଆହସ୍ ତିଗ୍ଲତ-ପିଲଲଷର ନିକଟକୁ ଦୂତ ପଠାଇ କହିଲଲ, ମୁଁ ତୁମ୍ଭର ଦାସ ଓ ମୁଁ ତୁମ୍ଭର ପୁତ୍ର ତୁଲ୍ଯ। ଦୟାକରି ଏଠାକୁ ଆସ ଓସମାଲତ ଅରାମର ରାଜାର ଓ ଇଶ୍ରାଲୟଲ ରାଜାର ଆକ୍ରମଣରୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେଷର ନିକଟକୁ ଦୂତଗଣ ପଠାଇ କହିଲେ, ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ପ୍ରତିକୂଳରେ ଉଠୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜା ଆହସ୍ ତିଗ୍ଲତ-ପିଲେଷର ନିକଟକୁ ଦୂତ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ମୁଁ ତୁମ୍ଭର ପୁତ୍ର ତୁଲ୍ୟ। ଦୟାକରି ଏଠାକୁ ଆସ ଓ ମୋତେ ଅରାମର ରାଜା ଓ ଇସ୍ରାଏଲର ରାଜାଙ୍କ ଆକ୍ରମଣରୁ ରକ୍ଷା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ବିରୁଦ୍ଧରେ ଉଠୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋ’ ବିରୁଦ୍ଧରେ ଉଠୁଅଛନ୍ତି।”