2 Kings 16:8 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ଆହସ୍ ସଦାପ୍ରଭୁଙ୍କ ମନ୍ଦିରସର ଓ ରାଜଗୃହର ଭଣ୍ତାରସର ଥିବା ସୁବର୍ଣ୍ଣ ଓ ରୋପ୍ଯସନଲଲ ଓ ଅଶୂରର ରାଜା ନିକଟକୁ ଉପହାର ସ୍ବରୂପ ପଠାଇଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଆହସ୍ ସଦାପ୍ରଭୁଙ୍କ ମନ୍ଦିରରେ ଓ ରାଜଗୃହର ଭଣ୍ତାରରେ ଥିବା ସୁବର୍ଣ୍ଣ ଓ ରୌପ୍ୟ ନେଲେ ଓ ଅଶୂରର ରାଜା ନିକଟକୁ ଉପହାର ସ୍ୱରୂପ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।