2 Kings 16:9 — Compare Translations

5 translations compared side by side

Odia - 1840
"ଏଥିସର ଅଶୂର ରାଜା ଆହସ୍ଙ୍କୁ ସାହାୟ୍ଯ କରିବାକୁ ରାଜିସହଲଲ ଓସସ ଆକ୍ରମଣ କଲଲ। ଦମ୍ମଲଶକ ଅଧିକାର କଲଲ ଓସସଠିକାରସଲାକମାନଙ୍କୁ ବନ୍ଦୀ କରି କୀର ନଗରକୁସନଇଗଲଲ। ଆଉସସ ରତ୍ସୀନ୍କୁ ବଧ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରିତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍ ନଗରକୁ ନେଇଗଲା ଓ ରତ୍ସୀନ୍କୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଅଶୂରର ରାଜା ଆହାସଙ୍କୁ ସାହାଯ୍ୟ କରିବାକୁ ରାଜି ହେଲେ ଓ ସେ ଆକ୍ରମଣ କଲେ। ଦମ୍ମେଶକ ଅଧିକାର କଲେ ଓ ସେଠିକାର ଲୋକମାନଙ୍କୁ ବନ୍ଦୀ କରି କୀର ନଗରକୁ ନେଇଗଲେ। ଆଉ ସେ ର‌ତ୍‌ସୀ‌ନଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍‍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍‍ ନଗରକୁ ନେଇଗଲା ଓ ରତ୍‍ସୀନକୁ ବଧ କଲା।