2 Kings 17:1 — Compare Translations
5 translations compared side by side
Odia - 1840
"ଯିହୁଦା ରେ ଆହାସ୍ଙ୍କ ରାଜତ୍ବର ଦ୍ବାଦଶ ବର୍ଷ ରେ ଏଲାଙ୍କର ପୁତ୍ର ହାେେଶୟ ଶମରିଯା ରେ ଇଶ୍ରାୟେଲ ଉପରେ ରାଜ୍ଯ ଶାସନ କରିବା ଆରମ୍ଭ କଲେ ଓ ସେ ନଅବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଆହାସ୍ଙ୍କର ଅଧିକାରର ଦ୍ଵାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲରେ ହୋଶେୟଙ୍କ ଶାସନ ଆରମ୍ଭ ଯିହୁଦାରେ ଆହସଙ୍କ ରାଜତ୍ୱର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରିୟାରେ ଇସ୍ରାଏଲ ଉପରେ ରାଜ୍ୟ ଶାସନ କରିବା ଆରମ୍ଭ କଲେ ଓ ସେ ନଅ ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଆହସ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଆହସ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।