2 Kings 17:10 — Compare Translations
5 translations compared side by side
Odia - 1840
"ସମାନେେ ପ୍ରେତ୍ୟକକ ଉଚ୍ଚପର୍ବତ ଉପରେ ଓ ପ୍ରେତ୍ୟକକ ହରିତ୍ବର୍ଣ୍ଣ ବୃକ୍ଷ ମୂଳ ରେ ସ୍ମରଣାର୍ଥକ ସ୍ତମ୍ଭ ଓ ଆଶରୋ ମୂର୍ତ୍ତିମାନ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷମୂଳେ ସ୍ତମ୍ଭ ଓ ଆଶେରାମୂର୍ତ୍ତୀମାନ ସ୍ଥାପନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରତ୍ୟେକ ଉଚ୍ଚପର୍ବତ ଉପରେ ଓ ପ୍ରତ୍ୟେକ ହରିତ୍ ବର୍ଣ୍ଣ ବୃକ୍ଷମୂଳରେ ସ୍ମରଣାର୍ଥକ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷମୂଳେ ସ୍ତମ୍ଭ ଓ ଆଶେରାମୂର୍ତ୍ତିମାନ ସ୍ଥାପନ କଲେ।