2 Kings 17:11 — Compare Translations
5 translations compared side by side
Odia - 1840
"ପୁଣି ସଠାେରେ ଥିବା ସମସ୍ତ ଉଚ୍ଚସ୍ଥଳୀମାନଙ୍କ ରେ ସଦାପ୍ରଭୁଙ୍କ ଦ୍ବାରା ବିତାଡିତ ହାଇେଥିବା ଦେଶୀଯମାନଙ୍କ ପରି ସମାନେେ ଧୂପ ଜଳାଇଲେ ଓ ସଦାପ୍ରଭୁଙ୍କ ବିରକ୍ତି ପାଇଁ ଦୁଷ୍କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ଵାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ଵଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେଠାରେ ଥିବା ସମସ୍ତ ଉଚ୍ଚସ୍ଥଳୀମାନଙ୍କରେ ସଦାପ୍ରଭୁଙ୍କ ଦ୍ୱାରା ବିତାଡ଼ିତ ହୋଇଥିବା ଦେଶୀୟମାନଙ୍କ ପରି ସେମାନେ ଧୂପ ଜଳାଇଲେ ଓ ସଦାପ୍ରଭୁଙ୍କ ବିରକ୍ତି ପାଇଁ ଦୁଷ୍କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।