2 Kings 17:13 — Compare Translations
5 translations compared side by side
Odia - 1840
"ତଥାପି ସଦାପ୍ରଭୁ ପ୍ରେତ୍ୟକକ ଭବିଷ୍ଯଦ୍ବକ୍ତା ଓ ପ୍ରେତ୍ୟକକ ଦୃଷ୍ଟିକାରୀଙ୍କୁ ଇଶ୍ରାୟେଲ ଓ ଯିହୁଦାର ପ୍ରତି ଚତାବେନୀ ଦଇେ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର କୁକାର୍ୟ୍ଯରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମାରେ ସବେକ ଭବିଷ୍ଯଦ୍ବକ୍ତାଗଣଙ୍କ ହସ୍ତ ରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁଁ, ତଦନୁସା ରେ ମାରେ ବ୍ଯବସ୍ଥା ଓ ବିଧି ସବୁ ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ଵାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣର ହସ୍ତ ଦ୍ଵାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦୃଷ୍ଟିକାରୀଙ୍କୁ ଇସ୍ରାଏଲ ଓ ଯିହୁଦାର ପ୍ରତି ଚେତାବନୀ ଦେଇ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର କୁକାର୍ଯ୍ୟରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମୋର ସେବକ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ମୋର ବ୍ୟବସ୍ଥା ଓ ବିଧି ସବୁ ପାଳନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
Odia IRV 2017 (ଓଡିଆ ବାଇବେଲ)