2 Kings 17:14 — Compare Translations

5 translations compared side by side

Odia - 1840
"ମାତ୍ର ସମାନେେ ଶୁଣିଲେ ନାହିଁ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କ ପରି ଅବାଧ୍ଯ ହେଲେ। ସମାନଙ୍କେର ପୂର୍ବପୁରୁଷଗଣ ସଦାପ୍ରଭୁ ଯେ ସମାନଙ୍କେର ପରମେଶ୍ବର ଏହା ବିଶ୍ବାସ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ ଶୁଣିଲେ ନାହିଁ। ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କ ପରି ଅବାଧ୍ୟ ହେଲେ। ସେମାନଙ୍କର ପୂର୍ବପୁରୁଷଗଣ ସଦାପ୍ରଭୁ ଯେ ସେମାନଙ୍କର ପରମେଶ୍ୱର ଏହା ବିଶ୍ୱାସ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।