2 Kings 17:15 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କ ବ୍ଯବସ୍ଥା ଓ ସମାନଙ୍କେ ପିତୃଗଣଙ୍କ ସହିତ କୃତ ତାଙ୍କର ନିଯମ ଓ ସମାନଙ୍କେର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ଯସବୁ ଅଗ୍ରାହ୍ଯ କଲେ। ସମାନେେ ସଦାପ୍ରଭୁଙ୍କ ଚତାବେନୀ ଶୁଣିବାକୁ ଅମାନ୍ଯ କଲେ। ସମାନେେ ମୂଲ୍ଯହୀନ ମୂର୍ତ୍ତିଗୁଡିକୁ ଅନୁସରଣ କଲେ ପୂଜା କଲେ ଏବଂ ସମାନେେ ନିଜେ ମୂଲ୍ଯହୀନ ହାଇଗେଲେ। ସମାନେେ ତାଙ୍କ ଚତୁଃପାଶର୍ବ ରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସମାନଙ୍କେୁ ଆଦେଶ ଦଇେଥିଲେ, ସମାନେେ ଯାହା କରନ୍ତି ତୁମ୍ଭମାନେେ ତାହା କର ନାହିଁ। ଯାହା ସଦାପ୍ରଭୁ ସମାନଙ୍କେୁ ବାରିବାକୁ ମନା କରିଥିଲେ, ସମାନେେ ତାହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ; ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଓ ସେମାନଙ୍କ ପିତୃଗଣଙ୍କ ସହିତ କୃତ ତାଙ୍କର ନିୟମ ଓ ସେମାନଙ୍କର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ସେମାନେ ସଦାପ୍ରଭୁଙ୍କ ଚେତାବନୀ ଶୁଣିବାକୁ ଅମାନ୍ୟ କଲେ। ସେମାନେ ମୂଲ୍ୟହୀନ ମୂର୍ତ୍ତିଗୁଡ଼ିକୁ ଅନୁସରଣ କଲେ, ପୂଜା କଲେ ଏବଂ ସେମାନେ ନିଜେ ମୂଲ୍ୟହୀନ ହୋଇଗଲେ। ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସେମାନଙ୍କୁ ଆଦେଶ ଦେଇଥିଲେ, “ସେମାନେ ଯାହା କରନ୍ତି ତୁମ୍ଭେମାନେ ତାହା କର ନାହିଁ।” ଯାହା ସଦାପ୍ରଭୁ ସେମାନଙ୍କୁ କରିବାକୁ ମନା କରିଥିଲେ, ସେମାନେ ତାହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।