2 Kings 17:16 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ଆଜ୍ଞା ତ୍ଯାଗ କଲେ। ସମାନେେ ସୁବର୍ଣ୍ଣର ଦୁଇ ଗୋବତ୍ସ ଓ ଆଶରୋ ମୂର୍ତ୍ତି ନିର୍ମାଣ କଲେ। ସମାନେେ ଆକାଶର ତାରାଗଣଙ୍କୁ ପୂଜା କଲେ ଓ ବାଲ୍ର ସବୋ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତୀ ନିର୍ମାଣ କଲେ, ଆଉ ଆକାଶୀୟ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ଆଜ୍ଞା ତ୍ୟାଗ କଲେ। ସେମାନେ ସୁବର୍ଣ୍ଣର ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ। ସେମାନେ ଆକାଶର ତାରାଗଣଙ୍କୁ ପୂଜା କଲେ ଓ ବାଲ୍ର ସେବା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।