2 Kings 17:18 — Compare Translations
5 translations compared side by side
Odia - 1840
"ଏଣୁ ସଦାପ୍ରଭୁ ଇଶ୍ରାୟେଲ ଉପରେ ଅତ୍ଯନ୍ତ କ୍ରୋଦ୍ଧ ହେଲେ ଓ ସମାନଙ୍କେୁ ନିଜ ଦୃଷ୍ଟି ଦୂ ରଇେ ଦେଲେ। କବଳେ ଯିହୁଦାର ଗୋଷ୍ଠୀ ଛଡା ଆଉ କହେି ଅବଶିଷ୍ଟ ରହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତ୍ୟନ୍ତ କ୍ରୋଧ ହେଲେ ଓ ସେମାନଙ୍କୁ ନିଜ ଦୃଷ୍ଟିରୁ ଦୂରେଇ ଦେଲେ। କେବଳ ଯିହୁଦାର ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।