2 Kings 17:19 — Compare Translations
5 translations compared side by side
Odia - 1840
"ଏବଂ ଏପରିକି ଯିହୁଦାର ଲୋକମାନେ ମଧ୍ଯ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ଆଜ୍ଞା ମାନିଲେ ନାହିଁ। ସମାନେେ ଇଶ୍ରାୟେଲର ଲୋକମାନଙ୍କର ପ୍ରଥାକୁ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ମଧ୍ୟ ଅପରାଧୀ ଏବଂ ଏପରିକି ଯିହୁଦାର ଲୋକମାନେ ମଧ୍ୟ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ଆଜ୍ଞା ମାନିଲେ ନାହିଁ। ସେମାନେ ଇସ୍ରାଏଲର ଲୋକମାନଙ୍କର ପ୍ରଥାକୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।