2 Kings 17:2 — Compare Translations
5 translations compared side by side
Odia - 1840
"ହାେେଶୟ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ମାତ୍ର ତାଙ୍କ ପୂର୍ବରୁ ଶାସନ କରୁଥିବା ଇଶ୍ରାୟେଲ ରାଜାମାନଙ୍କ ପରି ସେ ଖରାପ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ-ରାଜାମାନଙ୍କ ତୁଲ୍ୟ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ହୋଶେୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ମାତ୍ର ତାଙ୍କ ପୂର୍ବରୁ ଶାସନ କରୁଥିବା ଇସ୍ରାଏଲ ରାଜାମାନଙ୍କ ପରି ସେ ଖରାପ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।