2 Kings 17:20 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ ସମସ୍ତ ଇଶ୍ରାୟେଲୀୟଙ୍କୁ ଅଗ୍ରାହ୍ଯ କଲେ। ସେ ସମାନଙ୍କେୁ କ୍ଲେଶ ଦେଲେ। ସମାନଙ୍କେୁ ବିନାଶକାରୀମାନଙ୍କ ହସ୍ତ ରେ ସମର୍ପଣ କଲେ। ଶଷେ ରେ ସେ ସମାନଙ୍କେୁ ନିଜ ଦୃଷ୍ଟି ପଥରୁ ଦୂ ରଇେ ଦେଲେ ଓ ସମାନଙ୍କେୁ ପରିତ୍ଯାଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ-ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ ସମସ୍ତ ଇସ୍ରାଏଲୀୟଙ୍କୁ ଅଗ୍ରାହ୍ୟ କଲେ। ସେ ସେମାନଙ୍କୁ କ୍ଳେଶ ଦେଲେ। ସେମାନଙ୍କୁ ବିନାଶକାରୀମାନଙ୍କ ହସ୍ତରେ ସମର୍ପଣ କଲେ। ଶେଷରେ ସେ ସେମାନଙ୍କୁ ନିଜ ଦୃଷ୍ଟି ପଥରୁ ଦୂରେଇ ଦେଲେ ଓ ସେମାନଙ୍କୁ ପରିତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।