2 Kings 17:21 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ ଦାଉଦ ବଂଶରୁ ଇଶ୍ରାୟେଲକୁ ଛିନ୍ନ କଲେ। ଆଉ ସମାନେେ ନବାଟର ପୁତ୍ର ୟାରବିଯାମଙ୍କୁ ସମାନଙ୍କେର ରାଜା କଲେ। ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ ସଦାପ୍ରଭୁଙ୍କୁ ଅନୁଗାମୀ ହବୋରୁ ନିବୃତ୍ତ କଲେ ଓ ସମାନଙ୍କେୁ ମହାପାପ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଦାଉଦ-ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମ୍ଙ୍କୁ ରାଜା କଲେ ଓ ଯାରବୀୟାମ୍ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ। ଆଉ ସେମାନେ ନବାଟର ପୁତ୍ର ଯାରବିୟାମଙ୍କୁ ସେମାନଙ୍କର ରାଜା କଲେ। ଯାରବିୟାମ ଇସ୍ରାଏଲୀୟମାନଙ୍କୁ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ନିବୃତ୍ତ କଲେ ଓ ସେମାନଙ୍କୁ ମହାପାପ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।